ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ୍ ଭୋଟ୍, ଘୋଷଣା ହେଲା ୯ ରାଜ୍ୟର ୫୬ ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ଉପନିର୍ବାଚନ ତାରିଖ

ନୂଆଦିଲ୍ଲୀ ୨୯/୦୯ : ନିର୍ବାଚନ ଆୟୋଗ ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ, ଓଡିଶା, ଗୁଜରାଟ, ଝାରଖଣ୍ଡର ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି…